ପୁଅର ନାରକୀୟ କାଣ୍ଡ: ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା
ଜଗତସିଂହପୁର: ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼ ଗାଁରେ।
ମୃତକ ହେଲେ ପ୍ରଶାନ୍ତ ସେଠୀ, କନକଲତା…