ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଏମିତି କହି ବିବାଦରେ ୟୁଟ୍ୟୁବର ଶୁଭଙ୍କର ମିଶ୍ର…
ଭୁବନେଶ୍ୱର: କୋଟି ଓଡ଼ିଆଙ୍କ ମଉଡ଼ମଣୀ ଓ ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୁ ଶ୍ରୀ ଜଗନ୍ନାଥ । ବର୍ତ୍ତମାନ ମହାବାହୁଙ୍କ ଶ୍ରୀମନ୍ଦିରକୁ ନେଇ ସୋସିଆଲ୍ ମିଡିଆରେ ଭୁଲ୍ ତଥ୍ୟ ଉପସ୍ଥାପନ କରାଯାଇଛି । ଯାହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ଆଘାତ ଦେଇଛି । କାରଣ କୁଆଡେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର…