କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି, ମହିଳା କର୍ମୀଙ୍କୁ ଉଠାଇ ନେଲେ ପୋଲିସ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ। ଆଠ ମାସ ଭିତରେ ରାଜ୍ୟରେ ମହିଳା ନିର୍ଯାତନା ବୃଦ୍ଧି ପାଇଥିବାରୁ ଏହାକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ। ରାଜ୍ୟରେ ନାବାଳିକା ଗର୍ଭବତୀ ହେବାକୁ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ପାୱାର୍ ଶୋ ବେଳେ ଲୋୟର…