ଦହିବରା-ଆଳୁଦମ ଦିବସ: ତିଆରି ହେଲା ବିଶ୍ବର ସବୁଠାରୁ ବଡ଼ ଦହିବରା
ଭୁବନେଶ୍ଵର: ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ପ୍ରାୟ ସମସ୍ତଙ୍କ ପ୍ରିୟ ଖାଦ୍ୟ। ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ ମିଳିଥାଏ। ଦହିବରା ନାଁ ଶୁଣିଲେ ଯେମିତି ପ୍ରତ୍ୟେକ ଓଡିଆଙ୍କ ମୁହଁରେ ପାଣି…