ବିଦାୟ ଉତ୍ତମ: ଅଭିମାନ କରି ଆସିଥିଲେ ବିଦ୍ୟାରାଣ ପକାଇ ଚାଲିଗଲେ
ଭୁବନେଶ୍ଵର: ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ। ଲିଭିଗଲା ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଉଜ୍ଜ୍ବଳ ତାରକାଙ୍କ ଜୀବନ ଦୀପ । ଅନେକ ସୁପରହିଟ୍ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଏହି ମହାନ୍ ନାୟକଙ୍କ ଜୀବନ ଦୀପ ଆଜି ଲିଭିଯାଇଛି। ଓଡ଼ିଆ…