ଖରାଦିନେ ପଡୁଥିବା ସନଟ୍ୟାନ୍ରୁ କେମିତି ପାଇବେ ମୁକ୍ତି
ଭୁବନେଶ୍ଵର: ଏବେ ଗ୍ରୀଷ୍ମ ଋତୁ ଆସୁଛି । ଖରାର ପ୍ରକୋପ ଧିରେ ଧିରେ ବଢ଼ିବାରେ ଲାଗିଲାଣି। ସମସ୍ତଙ୍କୁ ଜଣାଥିବ କି ସୂର୍ୟ୍ୟଙ୍କ ଅଧିକ ଉତ୍ତାପ ଯୋଗୁ ଆମର ଅନେକ ଶାରୀରିକ ସମସ୍ୟା ଦେଖା ଦେଇଥାଏ । ଖରାଦିନେ ସନବର୍ଣ୍ଣ, ସନଟ୍ୟାନ୍ ଭଳି ମୁହଁରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଉଥିବାରୁ ଅଧିକ…