ପରଲୋକରେ ବିଶିଷ୍ଟ କବି ଓ ସମ୍ପାଦକ ପ୍ରହରାଜ ସତ୍ୟନାରାୟଣ ନନ୍ଦ
ଭୁବନେଶ୍ବର: ଆଉ ନାହାନ୍ତି ବିଶିଷ୍ଟ କବି ଓ ସମ୍ପାଦକ ପ୍ରହରାଜ ସତ୍ୟନାରାୟଣ ନନ୍ଦ । ଫେବୃଆରୀ ୨୬ ତାରିଖ ମଙ୍ଗଳବାର ଦିନ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ସତ୍ୟନାରାୟଣ । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା ।
ରେଭେନ୍ସା କଲେଜରୁ ଇଂରାଜୀ ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷା…