ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ଆଇଏସ୍ଓ ସାର୍ଟିଫିକେଟ୍ ପାଇଲା ରାଜ୍ୟ ଟୀକା ଭଣ୍ଡାର
ଭୁବନେଶ୍ୱର: ସାର୍ବଜନୀନ ଟୀକାକରଣ କାର୍ଯ୍ୟକ୍ରମ ଅଧୀନରେ ଟୀକାର ଗୁଣବତ୍ତାସମ୍ପର୍ଣ୍ଣ ପରିଚାଳନା ପାଇଁ
ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ଆଇଏସ୍ଓ ୯୦୦୧:୨୦୧୫ ପ୍ରମାଣପତ୍ର ପାଇଛି। ଟୀକାର ଉପଯୁକ୍ତ ସଂରକ୍ଷଣ, କୋଲ୍ଡ ଚେନ୍ ପରିଚାଳନା, ଯୋଗାଣ ଶୃଙ୍ଖଳ ପରିଚାଳନା,…