ମହାକୁମ୍ଭରେ ବୁଡ଼ ପକାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
ଭୁବନେଶ୍ୱର: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ । ଏହି ସମୟରେ ବୁଡ ପକାଇବାକୁ ପ୍ରତ୍ୟେକ ଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଲାଗୁଛି । ଏହି ଅବସରରେ ପବିତ୍ର ତ୍ରିବେଣୀ ସଙ୍ଗମରେ ସୋମବାର ବୁଡପକାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ସପ୍ତଲୋକକୁ ସ୍ମରଣ କରି…