ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା ଏଆଇରେ ମଧ୍ୟ ସଫଳତା ମିଳିଛି: ମୋଦୀ
ନୂଆଦିଲ୍ଲୀ: ୧୧୯ ତମ ମନ କୀ ବାତ୍ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା ଏଆଇରେ ମଧ୍ୟ ସଫଳତା ମିଳିଛି । ପ୍ୟାରିସ୍ରେ ଏଆଇକୁ ନେଇ ଭାରତକୁ ଅନେକ ପ୍ରଶଂସା ମିଳୁଛି ବୋଲି ଦେଶବାସୀଙ୍କୁ ନିଜ ସମ୍ବୋଧନରେ କହିଛନ୍ତି ମୋଦୀ । ଏଥିସହ…