ଶକ୍ତିକାନ୍ତ ଦାସ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଶକ୍ତିକାନ୍ତ ଦାସ । ଆର୍ବିଆଇର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ । ଶକ୍ତିକାନ୍ତଙ୍କ ନିଯୁକ୍ତିକୁ ଅନୁମୋଦନ ଦେଲା କେନ୍ଦ୍ର କ୍ୟାବିନେଟ୍ । ୧୯୮୦ ବ୍ୟାଚ୍ର ତାମିଲନାଡୁ କ୍ୟାଡର ଆଇଏଏସ୍…