ଫେବୃଆରୀ ୨୪ରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍-କିସାନ ଟଙ୍କା: ମନ୍ତ୍ରୀ
ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିସାନ) ଅଧୀନରେ ଚାଷୀମାନଙ୍କୁ ୧୯ତମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫେବୃଆରୀ ୨୪ରେ ଏହି କିସ୍ତି ପ୍ରଦାନ କରାଯିବ ବୋଲି ଶୁକ୍ରବାର ଏହି ସୂଚନା ଦେଇଛନ୍ତି କେନ୍ଦ୍ର କୃଷି…