ରାତି ପାହିଲେ ମ୍ୟାଟ୍ରିକ ପରୀକ୍ଷା; ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫.୧୨ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ଫେବୃଆରୀ ୨୧ରୁ ଆରମ୍ଭ ହେବାକୁ ଯାଉଛି ମ୍ୟାଟ୍ରିକ ପରୀକ୍ଷା । ସମଗ୍ର ରାଜ୍ୟରେ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ । ଏନେଇ ବୋର୍ଡର ସୂତ୍ରରୁ ଜଣାପଡ଼ିଛି ।
ରାଜ୍ୟର ୩୦ଟି…