ଭୁବନେଶ୍ଵର ଏମ୍ସରେ ସିବିଆଇ ରେଡ୍
ଭୁବନେଶ୍ଵର: ଭୁବନେଶ୍ବର ଏମ୍ସରେ ସିବିଆଇର ରେଡ୍ । ରିକ୍ୟୁରମେଣ୍ଟ ସ୍କାମ୍ ନେଇ ରେଡ୍ କରୁଛି ସିବିଆଇ । ସ୍କାମର ମାଷ୍ଟରମାଇଣ୍ଡ ସ୍ମୃତିରଞ୍ଜନ କରଙ୍କୁ ହେପାଜତକୁ ନେଇଛି ସିବିଆଇ । ୭୭୫ଟି ପୋଷ୍ଟରେ ଜାଲ କାଗଜପତ୍ର ଜରିଆରେ ସ୍କାମ ହୋଇଥିବା ନେଇ ପ୍ରମାଣ ମିଳିଛି । ତେବେ ରେଡ୍ ବେଳେ…