‘ବିକାଶ ରାଜନୀତି କରନ୍ତି ନାହିଁ ରାହୁଲ, ବଙ୍ଗଳା ଏବଂ ତାମିଲନାଡୁରେ ମଧ୍ୟ କଂଗ୍ରେସ ହାରିବା ନିଶ୍ଚିତ’
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଂଗ୍ରେସ ସାଂସଦ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଉପରେ କଠୋର ଆକ୍ରମଣ କରିଛନ୍ତି। ଗୁଜରାଟର ଏକ କାର୍ଯ୍ୟକ୍ରମରେ ଶାହ କହିଛନ୍ତି ଯେ ରାହୁଲ ଗାନ୍ଧୀ କେବେ ବିକାଶ ରାଜନୀତି କରନ୍ତି ନାହିଁ ଏବଂ ସର୍ବଦା ସେ ସାଧାରଣ ପ୍ରସଙ୍ଗରୁ…