ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଶ୍ରେଷ୍ଠ ପୁରସ୍କାର ପାଇଁ ମନୋନୀତ ହେଲା ଓଡ଼ିଶା ପାଭିଲିୟନ୍
ଭୁବନେଶ୍ବର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ହୋଇଯାଇଛି ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫।
ଶ୍ରେଷ୍ଠତ୍ଵ ପାଇଁ ଯୋଗ୍ୟ ବିବେଚିତ ହୋଇଛି ଓଡ଼ିଶା ପାଭିଲିୟନ୍। ଲଗାତାର ଚତୁର୍ଥ ଥର ପାଇଁ ଏହି ପୁରସ୍କାର ଗ୍ରହଣ କରିବ ଓଡ଼ିଶା ପାଭିଲିୟନ୍।
ସୂଚନା ଅନୁଯାୟୀ,…