୨୦୨୫-୨୬ ବଜେଟ୍: ଜାଣନ୍ତୁ କେଉଁ ଯୋଜନା ପାଇଁ କେତେ
ଭୁବନେଶ୍ଵର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ ଯୋଜନା ଆଣିଛନ୍ତି । ବଜେଟରେ ଆଗାମୀ ଆର୍ଥିକବର୍ଷ ଲାଗି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ କରାଯାଇଛି ।
ହସ୍ତତନ୍ତ ଓ ବୟନ ପାଇଁ ୧୨୨ କୋଟି…