ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ…