ଆଜିବି ରେଡିଓକୁ ପସନ୍ଦ କରୁଛନ୍ତି ଲୋକେ…
ଭୁବନେଶ୍ଵର: ଆଜି ରେଡିଓ ଦିବସ । ଶବ୍ଦ, ସ୍ବର, ସଙ୍ଗୀତ, ସୃଜନଶୀଳତା ପାଇଁ କୋଟି କୋଟି ଲୋକଙ୍କ ପସନ୍ଦ ହୋଇଛି ରେଡିଓ । ଶ୍ରୋତାଙ୍କ ହୃଦୟରେ ବର୍ଷ ବର୍ଷ ଧରି ରହିଛି ରେଡିଓ । ରେଡିଓ ଶବ୍ଦ ଉଚ୍ଚାରଣ ହେବା ମାତ୍ରକେ ଜଣେ ଶ୍ରୋତା ପହଞ୍ଚେ ଭିନ୍ନ ଦୁନିଆରେ, ଯେଉଁଠି ଥାଏ ତାଜା…