ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍; ଏହି ରେକର୍ଡ କଲେ ଶୁଭମନ ଗିଲ୍
ଅହମ୍ମଦାବାଦ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନୋଟି ଦିନିକିଆ ମ୍ୟାଚର ଅନ୍ତିମ ମ୍ୟାଚରେ ଓପନର ଶୁଭମନ ଗିଲଙ୍କ ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହୋଇଥିବା ଏହି ମ୍ୟାଚରେ ଗିଲ ୯୫ ବଲ୍ ରେ ବିସ୍ଫୋରକ ବ୍ୟାଟିଂ କରି ଶତକ ହାସଲ…