କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ, ରେସରେ ୫ ନେତା…
ନୂଆଦିଲ୍ଲୀ: ୨୭ ବର୍ଷର ଦୀର୍ଘ ପ୍ରତୀକ୍ଷା ପରେ ଭାରତୀୟ ଜନତା ପାର୍ଟି ଦିଲ୍ଲୀରେ କ୍ଷମତାକୁ ଫେରିପାରିଛି। ଆମ ଆଦମୀ ପାର୍ଟି ଏକ ବଡ଼ ପରାଜୟର ସମ୍ମୁଖୀନ ହୋଇଥିବା ବେଳେ ବିଜେପି କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ।
ବିଜେପିରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅନେକ…