ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା
ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ । ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ…