ଇତିହାସ ହୋଇ ରହିଯିବ ବିଜେଡି: ଶିଳ୍ପମନ୍ତ୍ରୀ
ଭୁବନେଶ୍ୱର: ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ ଉପସଭାପତି ପଦ ଅଗ୍ରାହ୍ୟ କରିବା ପରେ ସାରା ରାଜ୍ୟରେ ଚର୍ଚ୍ଚା ଜୋରଦାର ହେଉଛି । କିଛି ବିଜେଡି ନେତା ଏହାକୁ ସମର୍ଥନ କରୁଥିବା ବେଳେ କିଛି ଏହାକୁ ବିରୋଧ କରିଛନ୍ତି । ଏହାରି ମଧ୍ୟରେ ନିଆଁରେ ଘିଅ ଢାଳିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ…