ଅବସର ଘୋଷଣା କଲେ ଦୀମୁଥ କରୁଣାରତ୍ନେ
କଲମ୍ବୋ: ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ଦୀମୁଥ କରୁଣାରତ୍ନେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । କ୍ୟାରିୟରର ୧୦୦ତମ ମ୍ୟାଚ ଖେଳିବା ପରେ କରୁଣାରତ୍ନେ ଅବସର ନେବେ ବୋଲି ଆଗୁଆ ଘୋଷଣା କରିଛନ୍ତି । ଗୁରୁବାର ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ତାଙ୍କ…