ହାଇପ୍ରୋଫାଇଲ ଠକ ହଂସିତା ଓ ଅନିଲକୁ ଝାରପଡ଼ା ଜେଲରେ ଜେରା କରୁଛି ଆୟକର ବିଭାଗ
ଭୁବନେଶ୍ୱର: ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓ ତାଙ୍କ ସାଥୀ ଅନିଲ କୁମାର ମହାନ୍ତି ଏବେ ଝାରପଡା ଜେଲରେ ଦିନ କାଟୁଛନ୍ତି । ସୋମବାର ଆୟକର ବିଭାଗର ଦୁଇଟି ଟିମ୍ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ପଚରାଉଚରା ଆରମ୍ଭ କରିଛି । ଏହି ପଚରାଉଚରା ପରେ ହାଇପ୍ରୋଫାଇଲ ଠକ ଯୋଡ଼ିଙ୍କ…