ରାଜ୍ୟରେ ୪୭୫ ଇନ୍ସପେକ୍ଟର୍ଙ୍କ ବଦଳି
କଟକ: ସବ୍ଇନ୍ସପେକ୍ଟର୍ରୁ ଇନ୍ସପେକ୍ଟର ପାହ୍ୟାକୁ ଦେଢ଼ ମାସ ତଳୁ ପଦୋନ୍ନତି ପାଇଥିଲେ ସୁଦ୍ଧା ଥାନା, ଫାଣ୍ଡିରେ ସବ୍ଇନ୍ସପେକ୍ଟର ଭାବେ କାମ କରୁଥିବା ୪୨୬ ଇନ୍ସପେକ୍ଟର୍ ଏବେ ଆଶ୍ୱସ୍ତ ହୋଇଛନ୍ତି। ନୂଆ କରି ପଦୋନ୍ନତି ପାଇଥିବା ଅଧିକାରୀମାନଙ୍କ ସହ ଆଉ ୪୯ ଜଣଙ୍କୁ ମିଶାଇ ମୋଟ ୪୭୫ ଜଣ…