Latest Odisha News

BREAKING NEWS

Yearly Archives

2025

ବଜେଟ୍ ୨୦୨୫-୨୬; ଏଆଇ ଶିକ୍ଷାକୁ ଗୁରୁତ୍ବ, ସେଣ୍ଟର ସ୍ଥାପନ ପାଇଁ ୫୦୦ କୋଟି ଟଙ୍କାର ଉପହାର

ନୂଆଦିଲ୍ଲୀ: ଆଜି ସଂସଦରେ ଉପସ୍ଥାପିତ ହୋଇଥିବା ୨୦୨୫-୨୬ ବଜେଟ୍‌ ରେ ଶିକ୍ଷା କ୍ଷେତ୍ରକୁ ଅଧିକ ଧ୍ୟାନ କରାଯାଇଛି । । ଦେଶରେ ଏଆଇ କ୍ଷେତ୍ର ଲାଗି ଏକ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ଖୋଲିବ ୩ଟି ଏଆଇ ସେଣ୍ଟର । ଯେଉଁଥିପାଇଁ ୫…

୬ଭ୍ୟାରିଆଣ୍ଟ ସହ ବଜାରକୁ ଆସିଲା ହେଲା Kia Syros, ଜାଣନ୍ତୁ ପ୍ରାଇସ

ନୂଆଦିଲ୍ଲୀ: କିଆ ଭାରତୀୟ ବଜାରରେ ନୂଆ କମ୍ପାକ୍ଟ ଏସୟୁଭି Kia Syrosକୁ କଲା ଲଞ୍ଚ । ଏହି ଏସୟୁଭିକୁ ଡିସେମ୍ବର ୨୦୨୪ରେ କମ୍ପାନୀ ପ୍ରଦର୍ଶିତ କରିଥିଲା । ଏହା ୬-ଭ୍ୟାରିଆଣ୍ଟ ଏବଂ ୮ କଲର ଅପସନ୍ ସହ ଲଞ୍ଚ କରାଯାଇଛି । Kia Syrosର ଏକ୍ସ-ସୋରୁମ୍ ମୂଲ୍ୟ ୮.୯୯ ଲକ୍ଷ ଟଙ୍କା ରହିଛି ।…

ବିହାର ପାଇଁ ହାତ ଖୋଲିଦେଲେ

ନୂଆଦିଲ୍ଲୀ: ବଜେଟରେ ବିହାର ଉପରେ କେନ୍ଦ୍ର ମେହେରବାନ୍ । ବିହାର ପାଇଁ ବଜେଟରେ ବଡ ଘୋଷଣାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହେଲାଣି । ଚଳିତ ବର୍ଷ ଶେଷ ଭାଗରେ ବିହାରରେ ବିଧାନସଭା ନିର୍ବାଚନ ଥିବା ବେଳେ ବିହାର ପାଇଁ ହାତ ଖୋଲି ଦେଇଛନ୍ତି କେନ୍ଦ୍ର ସରକାର । ଗ୍ରୀନଫିଲଡ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ବାବୁ

ଯାଜପୁର: ଯାଜପୁର ଜିଲ୍ଲାର ସୁକିନ୍ଦା ଥାନା ଏସଆଇଙ୍କୁ ଉଠାଇନେଲା ଭିଜିଲାନ୍ସ । ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ । ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ତେବେ ଏସଆଇ ଅଭୟ ଏହି ବିବାଦର ସମାଧାନ…

ଫ୍ୟାନ୍ସଙ୍କୁ କିସ୍ କରିବା ନେଇ ମୁହଁ ଖୋଲିଲେ ଉଦିତ ନାରାୟଣ, ଆମେ ଭଲ ଲୋକ…

ମୁମ୍ବାଇ: ଉଦିତ ନାରାୟଣଙ୍କ ଏକ ଭିଡିଓ ପାଇଁ ତାଙ୍କୁ ଖୁବ୍ ଟ୍ରୋଲ କରାଯାଉଛି। ଯେଉଁଥିରେ ସେ ଲାଇଭ୍ ଶୋ’ ରେ ଜଣେ ମହିଳା ପ୍ରଶଂସକଙ୍କୁ କିସ୍ କରୁଛନ୍ତି। ଏବେ ଏହି ଭିଡିଓକୁ ନେଇ ମୁହଁ ଖୋଲିଛନ୍ତି ଉଦିତ। ଏକ ସାକ୍ଷାତକାରରେ ସେ କହିଛନ୍ତି, ଆମେ ସେପରି ନୁହଁ, ଆମେ ଭଲ ଲୋକ। ହେଲେ…

ଓମଫେଡ୍ ଏମଡି ବିଜୟ ଅମୃତ କୁଲାଙ୍ଗେଙ୍କୁ ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଓମଫେଡ୍ ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କୁ ଓଡ଼ିଶା ସରକାର ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ମତ୍ସ୍ୟ ଏବଂ ଏଆରଡି ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି ।…

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ…

ବରିଷ୍ଠ ନାଗରିକଙ୍କ ପାଇଁ ବଜେଟରେ ବଡ଼ ଘୋଷଣା

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଜେଟରେ ଘୋଷଣା କରିଛନ୍ତି। ବରିଷ୍ଠ ନାଗରିକଙ୍କ ପାଇଁ ଟିକସ ରିହାତି ସୀମାକୁ ସିଧାସଳଖ ଦ୍ୱିଗୁଣିତ କରିବାକୁ ଘୋଷଣା କରିଛନ୍ତି। ଫଳରେ ସେମାନଙ୍କ ପାଇଁ ଟିକସ ଛାଡ଼ ସୀମା ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ଯାହା…

ଦେଶର ବିକାଶ ସୁନିଶ୍ଚିତ ସହ ଭାରତୀୟଙ୍କ ସ୍ଵପ୍ନ ପୂରା କରିବ ଏହି ବଜେଟ୍: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ଯାହାକୁ ନେଇ ସମଗ୍ର ଦେଶରେ ବଜେଟ୍ ଉପରେ ଚର୍ଚ୍ଚା ଜାରି ରହିଥିବାବେଳେ, ଏହା ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛିୀ । ଏ ବଜେଟ…

କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା

ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…