Latest Odisha News
Yearly Archives

2025

କର୍କଟ ରୋଗୀଙ୍କ ପାଇଁ ନୂଆ ବରଦାନ ‘ଫ୍ଲାସ୍ ରେଡିଓଥେରାପି’

ଭୁବନେଶ୍ବର: ଫ୍ଲାସ୍ ରେଡିଓଥେରାପି, କର୍କଟ ରୋଗର ଚିକିତ୍ସା କ୍ଷେତ୍ରର ବଡ଼ ଉପଲବ୍ଧି । ଫ୍ଲାସ୍ ରେଡିଓଥେରାପି ନାମକ ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ବର୍ତ୍ତମାନ ମାତ୍ର ଗୋଟିଏ ସେକେଣ୍ଡରେ ବିକିରଣ ଦିଆଯାଇପାରିବ । ଏହି ନୂତନ ପଦ୍ଧତିରେ ଚିକିତ୍ସା ଶୀଘ୍ର ହେବା ସହ ଚିକିତ୍ସାକୁ…

ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର

ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ । ତେବେ ଏହି ଗୁଳିମାଡ ବ୍ୟବସାୟିକ ଶତୃତା କାରଣରୁ…

ସଚିନ ତେନ୍ଦୁଲକରଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯିବ। ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଜର ବାର୍ଷିକ ସମାରୋହରେ ଏହି ଆୱାର୍ଡ ପ୍ରଦାନ କରିବ। ତେବେ ସଚିନ ଅନ୍ତର୍ଜାତୀୟ…

ପୂର୍ବତନ କୁଳପତିଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କ ହତ୍ୟା ମାମଲାରେ ଆସିଲା ଗୁରୁତ୍ବପୂର୍ଣ୍ଣ ରାୟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ ଧୂରିଆଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଝାରସୁଗୁଡ଼ା ଏଡିଜେ କୋର୍ଟ । ସୂଚନାଯୋଗ୍ୟ, ୨୦୨୧…

ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାରେ ପରିବର୍ତ୍ତନ

ନୂଆଦିଲ୍ଲୀ: ପ୍ରତିବର୍ଷ ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରଦାନ କରାଯାଉଥିବା ଦେଶର ସବୁଠାରୁ ପ୍ରତିଷ୍ଠିତ ସାହିତ୍ୟିକ ପୁରସ୍କାରର ଚୟନ ପ୍ରକ୍ରିୟା ପାଇଁ ଚଳିତ ବର୍ଷ ପୁସ୍ତକ ଆମନ୍ତ୍ରଣ ପାଇଁ ଏକ ନୂତନ ବ୍ୟବସ୍ଥା ପ୍ରଚଳନ କରାଯାଉଛି। ପ୍ରଥମ ଥର ୨୦୨୫ ବର୍ଷ ପାଇଁ ଏକାଡେମୀ ଦ୍ୱାରା…

ସୋନିଆ ଗାନ୍ଧୀଙ୍କ ବୟାନ ସମ୍ପୂର୍ଣ୍ଣ ଭାବେ ଗ୍ରହଣୀୟ ନୁହେଁ: ରାଷ୍ଟ୍ରପତି ଭବନ

ନୂଆଦିଲ୍ଲୀ: ସୋନିଆଙ୍କ ବୟାନକୁ ନେଇ କଡା ଜବାବ ଦେଲା ରାଷ୍ଟ୍ରପତି ଭବନ। । ରାଷ୍ଟ୍ରପତିଙ୍କ ପ୍ରେସ୍ ସଚିବ କହିଛନ୍ତି ଯେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ। ସଂସଦର ଉଭୟ ଗୃହର ମିଳିତ ଅଧିବେଶନରେ ରାଷ୍ଟ୍ରପତି ଅଭିଭାଷଣ ରଖିଛନ୍ତି। ଆଉ…

ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ କରୁଛନ୍ତି। ସୂଚନା ଅନୁଯାୟୀ,…

ଲୋକଙ୍କୁ ବାଘ ମୂତ୍ର ପିଆଉଛି ଚୀନ ! କୁହାଯାଉଛି ମଦ ସହ ପିଇଲେ ମିଳିବ ଏହି ଫାଇଦା

ନୂଆଦିଲ୍ଲୀ: ଚୀନର ଏକ ଚିଡ଼ିଆଖାନାର ଭିଡିଓ ବର୍ତ୍ତମାନ ସମୟରେ ଖୁବ ଭାଇରାଲ ହେବାରେ ଲାଗିଛି। କାରଣ ବି ଜାଣିଲେ ଆପଣ ତାଜୁବ ହୋଇଯିବେ। ଦେଶର ସିଚୁଆନ ଅଞ୍ଚଳରେ ଏକ ଚିଡ଼ିଆଖାନା ବାଘର ମୂତ୍ର ବିକ୍ରି କରୁଥିବାର ଖବର ସାମ୍ନାକୁ ଆସିଛି। କୁହାଯାଉଛି ଏହି ବାଘର ମୂତ୍ର ପିଇବା ଦ୍ୱାରା ଲୋକଙ୍କ…

ଅଭିନେତ୍ରୀ ମମତା କୁଲକର୍ଣ୍ଣୀ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦରୁ ହଟିଲେ

ପ୍ରୟାଗରାଜ: ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣୀଙ୍କୁ କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ହଟାଇ ଦିଆଯାଇଛି। କିନ୍ନର ଆଖଡ଼ାର ପ୍ରତିଷ୍ଠାତା ରିଷି ଅଜୟ ଦାସ ଏହି ପଦକ୍ଷେପ ନେଇଛନ୍ତି। ସୂଚନା ଅନୁଯାୟୀ, ଅଭିନେତ୍ରୀ ମମତା କୁଲକର୍ଣ୍ଣୀ ନିକଟରେ ସନ୍ନ୍ୟାସ ଦୀକ୍ଷା ନେଇଥିଲେ।…

ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ: ଅଭିବୃଦ୍ଧି ହାର ୬.୩ରୁ ୬.୮ ପ୍ରତିଶତ ରହିବା ଆକଳନ

ନୂଆଦିଲ୍ଲୀ: ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ କରିଛନ୍ତି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ଉପରେ ଗୁରୁତ୍ବାରୋପ…