୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି ।
ଏହି ଦିନ…