ଶୀତଋତୁରେ ଶୀତ ଉଭାନ, କାଲିଠୁ ଖରା ଆରମ୍ଭ: ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ଶୀତଋତୁରେ ଶୀତ ଉଭାନ। ରାଜ୍ୟରେ ନାହିଁ ସେମିତି ଥଣ୍ଡା। ସରିଗଲା ଶୀତ। ମାଘ ମାସ ଆହୁରି ୧୫ଦିନ ପରେ ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। ଆସନ୍ତାକାଲି ଠାରୁ ଖରା ହେବ। ଏହାସହ ସବୁଠି ପାରଦ ବଢ଼ିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ…