ଜବ୍ ସହିତ ପସନ୍ଦର କ୍ୟାରିୟର, ଜାଣନ୍ତୁ ଟ୍ରିକ
ଅଧିକ ରୋଜଗାର କରିବା ଆଉ ନିଜ ପସନ୍ଦର କ୍ୟାରିୟର କରିବା, ଦୁଇଟା ଭିନ୍ନ କଥା। ସେଥିପାଇଁ ତ ଅନେକ ସମୟରେ ଚାକିରି କରିବା ପରେ ବି ପାଠପଢ଼ା ସରି ନ ଥାଏ। ଗୋଟିଏ ପଟେ କର୍ମକ୍ଷେତ୍ରର ଦାୟିତ୍ୱ ଅନ୍ୟପଟେ ପାଠପଢ଼ା ପାଇଁ ସମୟ ବାହାର କରିବା କୌଣସି ଚ୍ୟାଲେଞ୍ଜ ଠାରୁ କମ୍ ନୁହେଁ…
ଭଲ…