ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ: କର୍ତ୍ତବ୍ୟ ପଥରେ ପତାକାତ୍ତୋଳନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକାତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏହି ସମାରୋହରେ ଭାରତରୁ ମୁଖ୍ୟ ଅତିଥି ଭାବରେ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋ ଯୋଗ ଦେଇଛନ୍ତି ।
ଏହି ଅବସରରେ ଭାରତୀୟ…