ଜେପିସିରୁ ନିଲମ୍ବିତ ହେଲେ ୧୦ ସାଂସଦ
ନୂଆଦିଲ୍ଲୀ: ଆଜି ସଂସଦ ପରିସରରେ ୱାକଫ ସଂଶୋଧନ ବିଲ୍, ୨୦୨୪ ଉପରେ ମିଳିତ ସଂସଦୀୟ କମିଟି (ଜେପିସି)ର ଏକ ବୈଠକ ବସିଥିବା ବେଳେ ଏଥିରେ ହଙ୍ଗାମା କରିଥିଲେ ବିରୋଧୀ ସାଂସଦ । ଯେଉଁଥିରେ ଅଧ୍ୟକ୍ଷ ଅତିଷ୍ଟ ହୋଇ ପରିଶେଷରେ ବିରୋଧୀ ଦଳର ୧୦ ଜଣ ସାଂସଦଙ୍କୁ ନିଲମ୍ବନ କରିଥିଲେ ।
ନିଲମ୍ବିତ…