ଛତିଶଗଡ଼ରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ଜଣେ ଓଡ଼ିଆ ଚିହ୍ନଟ
ଭୁବନେଶ୍ୱର: ଛତିଶଗଡ଼ରେ ନିହତ ୧୬ ମାଓବାଦୀଙ୍କ ମଧ୍ୟରୁ ମିଳିଲା ୧୨ ଜଣଙ୍କ ପରିଚୟ।ଏନ୍କାଉଣ୍ଟରରେ ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ ଓଡ଼ିଆ ଚିହ୍ନଟ ହୋଇଛନ୍ତି। ମୃତ ମାଓବାଦୀ ଜଣଙ୍କ କଟକ ନିଆଳିର ଆଲୋକ ଓରଫ୍ ମୁନ୍ନା ବୋଲି ଜଣାପଡିଛି।
ଆଉ ୨ ଜଣ ନୂଆପଡା ଓ କଳାହାଣ୍ଡିରେ ଛଦ୍ମବେଶରେ…