ନକ୍ସଲଙ୍କ ବଡ ଯୋଜନା ପଣ୍ଡ କଲେ ସୁରକ୍ଷାବାହିନୀ
ବିଜାପୁର: ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ନକ୍ସଲଙ୍କ ବଡ ଯୋଜନା ପଣ୍ଡ କଲେ ସୁରକ୍ଷାବାହିନୀ । ଯବାନଙ୍କ ପାଇଁ ଖଞ୍ଜାଯାଇଥିବା ପ୍ରାୟ ୫୦ କିଲୋଗ୍ରାମର ଆଇଡି ଜବତ ହୋଇଛି । ଏନେଇ ଗୁରୁବାର ପୋଲିସ ଅଧିକାରୀ ଏହି ସୂଚନା ଦେଇଛନ୍ତି ।
ପୋଲିସ ଅଧିକାରୀ କହିଛନ୍ତି ଯେ, ଆଜି…