ଏନକାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ନିହତ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ସୁରକ୍ଷା ବାହିନୀକୁ ମିଳିଛି ବଡ଼ଧରଣର ସଫଳତା । ଏନ୍କାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ଓରଫ ଜୟରାମର ମୃତ୍ୟୁ ହୋଇଛି । ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୋଲିସ ଓ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ନିହତ…