ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ମୋଦି। ଆସନ୍ତା ଫେବୃୟାରୀ ୫ରେ ପ୍ରୟାଗରାଜ ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ। ମହାକୁମ୍ଭ ମହା ଅବସରରେ ସାମିଲ ହେବେ।
ଆସନ୍ତା ଫେବୃଆରୀ ୫ରେ ମହାକୁମ୍ଭରେ ସାମିଲ ହୋଇ ଅମୃତ ସ୍ନାନ କରିବେ ମୋଦି। ତେବେ ଏହା ପୂର୍ବରୁ ୨୭…