ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ
ବରଗଡ: ଆଜି ୧୨ ଘଣ୍ଟିଆ ବରଗଡ଼ ସହର ବନ୍ଦ । କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାର ନ୍ୟାୟ ଦାବିରେ ସଚେତନ ନାଗରିକ ମଞ୍ଚଙ୍କ ସହ ବିରୋଧୀଙ୍କ ପକ୍ଷରୁ ବନ୍ଦ ପାଳନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ହେବ ବନ୍ଦ ପାଳନ । ଟାଉନରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରହିବ । ବରଗଡ଼ ଧନୁଯାତ୍ରା…