୨୦୨୬ ସୁଦ୍ଧା ବିମାନବନ୍ଦରରେ ଆଣ୍ଟି ଡ୍ରୋନ୍ ସିଷ୍ଟମ୍ ନିୟୋଜିତ
ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦର ଏବଂ ଆଖପାଖ ଅଞ୍ଚଳରେ ଡ୍ରୋନ୍ ଆକ୍ରମଣର ବିପଦକୁ ଦୃଷ୍ଟିରେ ରଖି IGI ବିମାନବନ୍ଦର ସମେତ ଦେଶର ପ୍ରମୁଖ ବିମାନବନ୍ଦରଗୁଡ଼ିକରେ ଆଣ୍ଟି ଡ୍ରୋନ୍ ସିଷ୍ଟମ୍ ନିୟୋଜିତ କରାଯିବା ନେଇ କେନ୍ଦ୍ର ଗୃହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ତରଫରୁ ସୂଚନା…