Latest Odisha News

BREAKING NEWS

Yearly Archives

2025

ଭାରତୀୟ କ୍ରିକେଟରଙ୍କ ଅଟୋଗ୍ରାଫ ଥିବା ବ୍ୟାଟକୁ ଦାନ କଲେ ନାଥନ ଲିଅନ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଅଫ୍ ସ୍ପିନର ନାଥନ ଲିଅନ; ବିରାଟ କୋହଲି, ଜସପ୍ରିତ ବୁମ୍‌ରା ଏବଂ ରବିଚନ୍ଦ୍ରନ୍ ଅଶ୍ବିନଙ୍କ ଅଟୋଗ୍ରାଫ୍ ଥିବା ବ୍ୟାଟ୍ ଦାନ କରିଦେଇଛନ୍ତି । ଲିଅନଙ୍କ ଏହି କାର୍ଯ୍ୟ ପାଇଁ  ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହେବା ସହ ପ୍ରଶଂସା କରୁଛନ୍ତି । ନାଥନ ଲିଅନ ଏହି ବ୍ୟାଟକୁ…

ଗଞ୍ଜାମରେ ବଳ ଗୋଟାଉଛି ବିଜେଡି: ଶଙ୍ଖ ଧରିଲେ ଶତାଧିକ ବିଜେପି ନେତା ଓ କର୍ମୀ

ଗଞ୍ଜାମ: ବିଜେପିକୁ ବଡ଼ ଝଟକା। ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି। ଗଞ୍ଜାମରେ ବଢିଲା ବିଜେଡିର ବଳ। ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ସେମାନେ ନବୀନ…

ନବ ଦାସ ହତ୍ୟା: ହାଇକୋର୍ଟରେ ରୁଜୁ ହେଲା ଜନସ୍ବାର୍ଥ ମାମଲା 

ଭୁବନେଶ୍ୱର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ଏବେ ପୁଣି ଥରେ ପୁରା ରାଜ୍ୟରେ ଚହଳ ସୃଷ୍ଟି କରିଛି। ହତ୍ୟା ଘଟଣାକୁ ନେଇ ଏବେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଥିବା ବେଳେ ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ…

ସୈଫଙ୍କୁ ଆକ୍ରମଣ ଘଟଣାରେ କରିନାଙ୍କ ପ୍ରତିକ୍ରିୟା; ଦୁର୍ବୁତ୍ତ କିଛି ଚୋରି କରିନଥିଲା କିନ୍ତୁ… 

ମୁମ୍ବାଇ: ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ମାମଲା ସାରା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏନେଇ ପୋଲିସ ଅଭିନେତାଙ୍କ ପତ୍ନୀ ତଥା ଅଭିନେତ୍ରୀ କରୀନା କପୁରଙ୍କ ବୟାନ ରେକର୍ଡ କରିଛି। ଯିଏକି ଏହି ଆକ୍ରମଣ ସମୟରେ ଘରେ ଉପସ୍ଥିତ ଥିଲେ। କରୀନା ତାଙ୍କ ବୟାନରେ କହିଛନ୍ତି ଯେ ଆକ୍ରମଣକାରୀଙ୍କୁ…

ସଡକ ଦୁର୍ଘଟଣାରେ ୨୨ ବର୍ଷୀୟ ଅଭିନେତା ମୃତ, ଅଡିସନ ପାଇଁ ଯାଉଥିଲେ… 

ନୂଆଦିଲ୍ଲୀ: ସଡକ ଦୁର୍ଘଟଣାରେ ୨୨ ବର୍ଷୀୟ ଅଭିନେତାଙ୍କ ମୃତ୍ୟୁ। ଅମନ ଜୟସୱାଲ ଖୁବ୍ କମ୍ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। ଟିଭି ଶୋ’ ‘ଧରତିପୁତ୍ର ନନ୍ଦିନୀ’ରେ ତାଙ୍କ ଭୂମିକା ପାଇଁ ଲୋକପ୍ରିୟ ହୋଇପାରିଥିଲେ ଅମନ ଜୟସୱାଲ। ସୂଚନା ଅନୁଯାୟୀ, ଯୋଗେଶ୍ୱରୀ ହାଇୱେରେ ଅଭିନେତା ବାଇକରେ…

କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା: କୋର୍ଟ ପରିସରରେ ଜୀବନ ହରାଇବାକୁ ପ୍ରୟାସ କଲେ ନାବାଳିକା। କେନ୍ଦ୍ରାପଡ଼ା କୋର୍ଟ ପରିସରରେ କୋର୍ଟ ପରିସରରେ ନାବାଳିକାଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା। ତେବେ…

କୋହଲି, ରାହୁଲ ରଣଜୀ ଟ୍ରଫି ଖେଳିବେନି

ନୂଆଦିଲ୍ଲୀ: ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ କେଏଲ ରାହୁଲ ରଣଜୀ ଟ୍ରଫି ନ ଖେଳିବା ପାଇଁ ନିଷ୍ପତି ନେଇଛନ୍ତି । ଆଘାତ ସମସ୍ୟା ଯୋଗୁ ସେମାନେ ଏହି ନିଷ୍ପତି ନେଇଥିବା ଜଣାପଡିଛି । ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ବିସିସିଆଇ ଟିମ…

୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଆସନ୍ତା ୩୧ରୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନ। ପ୍ରଥମ ପର୍ଯ୍ୟାୟରେ ଏହା ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିଦିନ ହିଁ ଗୃହରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର…

କେବେ ଗଠନ ହୋଇଥିଲା ପ୍ରଥମ ବେତନ କମିଶନ, ଜାଣନ୍ତୁ ଏହାର ଇତିହାସ

ନୂଆଦିଲ୍ଲୀ: ନିକଟରେ କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ବଡ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଅଷ୍ଟମ ବେତନ କମିଶନ ଗଠନକୁ ମଞ୍ଜୁରୀ ଦେଇଛନ୍ତି କେନ୍ଦ୍ର ସରକାର। ଏହା ଦ୍ଵାରା କେନ୍ଦ୍ର ସରକାରଙ୍କ ସମସ୍ତ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । ତେବେ ଏହି ବେତନ କମିଶନ କେବେ ଗଠନ…

ନବ ଦାସ ହତ୍ୟା: ହତ୍ୟାକାରୀ ଗୋପାଳ ନା ଆଉ କିଏ? 

ଭୁବନେଶ୍ୱର: ପୁଣି ଚାଞ୍ଚଲ୍ୟ ସୃଷ୍ଟି କରିଛି ୨୩ର ସେ ହାଇପ୍ରୋଫାଇଲ ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ହତ୍ୟାକାଣ୍ଡ। ରାଜ୍ୟ ଫରେନ୍‌ସିକ୍ ଲାବ୍ରୋଟୋରୀ ରିପୋର୍ଟରେ ଥିବା ଚାଞ୍ଚଲ୍ୟକର ତଥ୍ୟ ଏବେ ସମସ୍ତଙ୍କୁ ଚମକାଇ ଦେଇଛି। ବାସ୍ତବରେ ନବ ଦାସଙ୍କୁ ହତ୍ୟକରିଥିବ ବ୍ୟକ୍ତିଟି ଗୋପାଳ ନା ଆଉ…