Baby Elephant Dies: କୂଅରେ ପଡି ଚାଲିଗଲା ହାତୀ ଛୁଆର ଜୀବନ
ନୟାଗଡ଼ : କୂଅରେ ପଡି ଚାଲିଗଲା ଆଉ ଏକ ହାତୀ ଛୁଆର ଜୀବନ । ଏଭଳି ଘଟଣା ସାମ୍ନାକୁ ଆସିଛି ନୟାଗଡ଼ ଜିଲ୍ଲା ଖୋର୍ଦ୍ଧା ବନଖଣ୍ଡ ରଣପୁର ବନାଞ୍ଚଳରୁ । ରାଜ ଜଙ୍କିଆ ନିକଟ ପାତାଳଶ୍ୱର ନିକଟ ଜଙ୍ଗଲରେ ଥିବା ଏକ କୂଅରେ ପଡି ହାତୀ ଛୁଆଟିର ମୃତ୍ୟୁ ହୋଇଛି ।
ସ୍ଥାନୀୟ ଅଞ୍ଚଳରେ ଦୁର୍ଗନ୍ଧ…