Macron Meet Modi: “ବନ୍ଧୁତା ଅମର ରହୁ…”, G20 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…
ନୂଆଦିଲ୍ଲୀ: G20 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ମଧ୍ୟରେ ବୈଠକ ବିଶେଷ ଥିଲା। ଦୁଇ ନେତା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।
ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ G20 ଶିଖର ସମ୍ମିଳନୀର…