ଶ୍ରୀମନ୍ଦିର ଭିତରେ ଅଭାବନୀୟ ଘଟଣା, ଟଳି ପଡ଼ିଲେ ସେବାୟତ
ପୁରୀ: ଶ୍ରୀମନ୍ଦିର ଭିତରେ ଅଭାବନୀୟ ଘଟଣା। ଦ୍ବିପ୍ରହର ଧୂପ ପାଇଁ ପାଣି ପକାଉଥିବା ବେଳେ ଟଳି ପଡିଲେ ସୁଆର ବଡୁ ସେବାୟତ। ଛାତିରେ ଯନ୍ତ୍ରଣା ହେବାରୁ ତଳେ ପଡ଼ିଗଲେ ସମ୍ପୃକ୍ତ ସେବକ। ସମ୍ପୃକ୍ତ ସେବକ ଜଣକ ହେଉଛନ୍ତି ଜଗନ୍ନାଥ ମେକାପ।
ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆମ୍ବୁଲାନ୍ସ…