Latest Odisha News

BREAKING NEWS

Yearly Archives

2025

ମହାକୁମ୍ଭର ମୁଖ୍ୟ ଆକର୍ଷଣ ଅକ୍ଷୟ ବଟ

ପ୍ରୟାଗରାଜ: ମହାକୁମ୍ଭର ମୁଖ୍ୟ ଆକର୍ଷଣ ପ୍ରୟାଗର ସଙ୍ଗମ କୂଳରେ ଅବସ୍ଥିତ ଅକ୍ଷୟ ବଟ । କାରଣ ଏହି ଗଛ ସହିତ ଜଡିତ ଅନେକ ଘଟଣା ରହିଛି, ଯାହା ପୁରାଣ କାଳ ସହିତ ଜଡିତ । ଆସନ୍ତୁ ଏହି ବିଷୟ ବିଷୟରେ ଜାଣିବା ।କୁହାଯାଏ ଯାଏ ଯେ, ଅକ୍ଷୟ ବଟ ପାଞ୍ଚ ହଜାର ପୁରୁଣା ।  ତ୍ରିବେଣୀ ସଙ୍ଗମ ନିକଟରେ…

ଦିଲ୍ଲୀରେ ରାହୁଲଙ୍କ ଏଣ୍ଟ୍ରି…କଂଗ୍ରେସକୁ କେତେ ଫାଇଦା?

ନୂଆଦିଲ୍ଲୀ: କମ୍ପୁଛି ଦିଲ୍ଲୀ ପ୍ରଚାର ମଇଦାନ । ଆମ ଆଦମୀ ପାର୍ଟି, ବିଜେପି ଓ କଂଗ୍ରେସ ମୁହାଁମୁହିଁ। ଦିଲ୍ଲୀ ଦଙ୍ଗଲରେ ଏଣ୍ଟ୍ରି ମାରିଛନ୍ତି କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧୀ । ତେବେ ପ୍ରଶ୍ନ ଉଠୁଛି, ଦିଲ୍ଲୀରେ କଂଗ୍ରେସକୁ କେତେ ଫାଇଦା ଦେବ ରାହୁଲଙ୍କ କ୍ୟାମ୍ପେନିଂ?…

ଏଲଓସି ନିକଟରେ ଲାଣ୍ଡମାଇନ୍ ବିସ୍ଫୋରଣ, ୬ ଯବାନ ଆହତ

ଶ୍ରୀନଗର: ଜମ୍ମୁ କଶ୍ମୀରର ରାଜୌରୀର ନୌଶେରା ସେକ୍ଟରରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଏକ ଲ୍ୟାଣ୍ଡ ମାଇନ୍ ବ୍ଲାଷ୍ଟ ହୋଇଛି । ଏଥିରେ ଅତି କମରେ ୬ ଜଣ ଯବାନ ଆହତ ହୋଇଛନ୍ତି । ଆହତ ସମସ୍ତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାଜୌରୀର ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି ଗୁପ୍ତସେବା ନୀତି ପାଇଁ…

ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଆଉଏକ ମାଇଲଖୁଣ୍ଟ 

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି। ୨୬୨୦ ମିଟର ଦୈର୍ଘ୍ୟ ଏବଂ ୨-ଡିଗ୍ରୀ…

ପୁଣି ଆସୁଛି କାଲୁଆ ଶୀତ: କୁହୁଡି ନେଇ ଆଲର୍ଟ ଜାରି

ଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ ସବୁଠି ତାପମାତ୍ରା କମିବ । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ…

ମହାକୁମ୍ଭର ସୁନ୍ଦରୀ ସାଧ୍ବୀ ହର୍ଷା ରିଚାରିଆ, ପୂର୍ବରୁ କରୁଥିଲେ ଏହି କାମ… 

ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭରେ ଦିନକୁ ଦିନ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି। ଏହାରି ମଧ୍ୟରେ ଜଣେ ସାଧ୍ବୀ ତାଙ୍କର ସୌନ୍ଦର୍ଯ୍ୟ ଏବଂ ଗ୍ଲାମର ଯୋଗୁଁ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛନ୍ତି। ଏହି ସାଧ୍ୱୀଙ୍କ ନାମ ହେଉଛି ହର୍ଷା ରିଚାରିଆ। ପ୍ରାୟ ଦୁଇ ବର୍ଷ ପୂର୍ବେ…

ଭାରତୀୟ କ୍ରିକେଟରଙ୍କ ପାଇଁ ନୂଆ ନିୟମ, ଏଣିକି ସାଙ୍ଗରେ ପତ୍ନୀଙ୍କୁ ନେଇପାରିବେନି! 

ମୁମ୍ବାଇ: ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଭାରତୀୟ ଦଳର ଶୋଚନୀୟ ପରାଜୟ ପରେ ବିସିସିଆଇ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ମୁମ୍ବାଇରେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଅଧିନାୟକ ରୋହିତ…

‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

ଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ ନେଇ ପୂର୍ବ ସରକାରଙ୍କ ଉପରେ ବର୍ଷି କିଛି ଏପରି କହିଛନ୍ତି…

ଅନନ୍ୟ କଳାକୃତି; ମକର ସଂକ୍ରାନ୍ତି ଅବସରରେ ସାମ୍ନାକୁ ଆସିଲା କ୍ଷୁଦ୍ରତମ ସୁନାର ଗୁଡି

ହାଇଦ୍ରାବାଦ: ସାରା ଦେଶରେ ମକର ସଂକ୍ରାନ୍ତି ଧାର୍ମିକ ଉତ୍ସାହ ସହିତ ପାଳନ କରାଯାଉଛି । କୋଲକାତାର ବାବୁ ଘାଟରୁ ବାରାଣସୀର ଗଙ୍ଗା ଘାଟ ଏବଂ ହରିଦ୍ୱାରର ହର କୀ ପୌଡ଼ି ପର୍ଯ୍ୟନ୍ତ, ଭକ୍ତମାନେ ଶୀତକୁ ଖାତିର ନକରି ପବିତ୍ର ବୁଡ଼ ପକାଇ ପୂଜାର୍ଚ୍ଚନା କରିଛନ୍ତି । ମଙ୍ଗଳବାର ଦେଶର ହଜାର ହଜାର…