ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଚାଲିବନି ଯାନବାହାନ
କଟକ: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମକର ସଂକ୍ରାନ୍ତି ଅବସରରେ ଆଠଗଡ ସ୍ଥିତ ପ୍ରଭୁ ସିଂହନାଥ ପୀଠରେ ମକର ମେଳା ଚାଲିବ । ଆସନ୍ତା ଜାନୁଆରୀ ୧୪ ତାରିଖରୁ ୧୬ ପର୍ଯ୍ୟନ୍ତ ମକର ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି । ଏହି ମେଳାରେ କଟକ ସମେତ ଏହାର ଆଖପାଖ ଜିଲ୍ଲାମାନଙ୍କରୁ ପୂଜା ଅର୍ଚ୍ଚନା…