Latest Odisha News

BREAKING NEWS

Yearly Archives

2025

Terror plot Foiled:ଆତଙ୍କବାଦୀ ଆଡ୍ଡା ଧ୍ୱଂସ; ବିପୁଳ ସଂଖ୍ୟକ ରାଇଫଲ୍ ଏବଂ ଗ୍ରେନେଡ୍ ଉଦ୍ଧାର

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାଡା ଜିଲ୍ଲାର ନୌଗାମ ଘାଟିରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ନିୟନ୍ତ୍ରଣ ରେଖା ନିକଟରେ ହନ୍ଦୱାଡା-ନୌଗାମ ସେକ୍ଟରରେ ଏକ ମିଳିତ ଅପରେସନ ସମୟରେ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ଆତଙ୍କବାଦୀ ଆଡ୍ଡାକୁ ଠାବ କରିଛନ୍ତି । ଏହି ଅପରେସନରେ…

ବିଡିଏର ୧୫୧ତମ ବୈଠକରେ ଏକାମ୍ର ରେସିଡେନ୍ସି ଆବାସ ପ୍ରକଳ୍ପର ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୧ତମ କର୍ତ୍ତୃପକ୍ଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବିଡିଏର ୧୫୧ତମ ବୈଠକରେ…

Danda Dance: ଗଞ୍ଜାମର ପ୍ରସିଦ୍ଧ ଦଣ୍ଡନାଚ ପାଇଁ ଏସଓପି ଜାରି, ଅଶ୍ଳୀଳ ଡ୍ୟାନ୍ସ ହେଲେ ନିଆଯିବ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ଏକ ପ୍ରସିଦ୍ଧ ଯାତ୍ରା ହେଉଛି ଦଣ୍ଡଯାତ୍ରା । ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ । ମୀନ ମାସର ୧୭ ଦିନ ପରେ ଓ ମେଷର ତ୍ରୟୋଦଶ ଦିନରୁ ଆରମ୍ଭ ହୋଇଥିବା ଦଣ୍ଡକାଳୀଙ୍କ ପ୍ରସିଦ୍ଧ ଦଣ୍ଡନାଚ…

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…

Fraud in Deogarh: ଚାଷୀଙ୍କ ଋଣ ପରିଶୋଧ ଟଙ୍କା ହଡ଼ପ ଅଭିଯୋଗରେ ପ୍ୟାକ୍ସ ସଂପାଦକ ଗିରଫ

ଭୁବନେଶ୍ବର: ଚାଷୀମାନଙ୍କ ‌ଋଣ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଦିନ ଜଣେ ପାକ୍ସ ସମ୍ପାଦକଙ୍କୁ ଗରିଫ କରିଛି। ତାଙ୍କର ନାମରେ ୪୦ ଲକ୍ଷ ୭୦ ହଜାର ଟଙ୍କା ଠକେଇ ଅଭିଯୋଗ ରହିଛି । ଦେଓଗଡ଼ ଜିଲ୍ଲାର କାଦୋପଡ଼ା ପ୍ରାଥମିକ କୃଷି ସମବାୟ ସମିତି (PACS)ର ସମ୍ପାଦକ ସୁରେଶ…

ଭବାନୀପାଟଣା ବିଧାୟକଙ୍କୁ ହତ୍ୟା ଧମକ

ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କୁ ହତ୍ୟା ଧମକ । ଏନେଇ ନିଜେ ସାମାଜିକ ଗଣମାଧ୍ୟମ “ଏକ୍ସ” ରେ ପୋଷ୍ଟ କରିଛନ୍ତି ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ । ଏହା ସହ ସେ ରାଜ୍ୟର ଆଇନ୍ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ କରିଛନ୍ତି । ସେ ଲେଖିଛନ୍ତି ଯେ, ଯଦି ରାଜ୍ୟରେ ଜଣେ ନିର୍ବାଚିତ ବିଧାୟକ…

Cabinet Meeting: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…

ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୫: ସେମିରେ ହାରିଲା ଭାରତ ଏ

ଦୋହା: ଏସିଆ କପ ରାଇଜିଂ ଷ୍ଟାର୍ସ କ୍ରିକେଟ ଟୁର୍ଣ୍ଣାମେଂଟର ରୋମାଂଚକର ସେମିଫାଇନାଲରେ ଭାରତ ସୁପର ଓଭରରେ ବାଂଲାଦେଶ ନିକଟରୁ ପରାଜିତ ହୋଇଛି । ରବିବାର ହେବାକୁ ଥିବା ଫାଇନାଲରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାକୁ ବାଂଲାଦେଶ ଭେଟିବ ।…

‘୧୪୦ ବିଧାୟକ ମୋର’ କର୍ଣ୍ଣାଟକରେ ବଡ଼ ରାଜନୈତିକ ହଲଚଲ: ଡିକେ ଶିବକୁମାରଙ୍କ ଦାବି, ସିଦ୍ଧରମେୟାଙ୍କ…

ନୂଆଦିଲ୍ଲୀ: କର୍ଣ୍ଣାଟକରେ କଂଗ୍ରେସ ସରକାର ଭିତରେ ମନ୍ତ୍ରିମଣ୍ଡଳ ଅଦଳବଦଳ ଓ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ଚର୍ଚ୍ଚା ରାଜନୈତିକ ପାରା ବଢ଼ାଇ ଦେଇଛି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଏମିତି ଏକ ବୟାନ ଦେଇଛନ୍ତି ଯାହା ପୂରା ବିବାଦକୁ ନୂଆ ମୋଡ଼ ଦେଇଛି । ସେ କହିଛନ୍ତି, ‘ମୋ…

ଇଣ୍ଡିଆନ୍ ଏୟାର ଫୋର୍ସରେ ତେଜସ୍‌ ଉଡ଼ାଉଥିବା ପାଇଲଟଙ୍କୁ ମଳିଥାଏ କେତେ ଟଙ୍କା ? ଜାଣନ୍ତୁ ଡିଟେଲ୍ସ..

ନୂଆଦିଲ୍ଲୀ: ଦୁବାଇ ଏୟାର ଶୋ’ରେ ଶୁକ୍ରବାର ଦିନ ସ୍ୱଦେଶୀ ତେଜସ୍ ଲଢୁଆ ବିମାନର ଏକ ବଡ଼ ଦୁର୍ଘଟଣା ସମସ୍ତଙ୍କୁ ଚକିତ କରିଛି । ହଜାର ହଜାର ଦର୍ଶକଙ୍କ ଉପସ୍ଥିତିରେ ତେଜସ୍ ଆକାଶରେ ରୋମାଞ୍ଚକର କରତବ ଦେଖାଉଥିବା ବେଳେ ହଠାତ୍ ଏକ ମୋଡ଼ ନେବା ସମୟରେ ବିମାନଟି ତଳକୁ ଖସିପଡ଼ିଲା। କେବଳ କିଛି…