Saliasahi Eviction: ସାଲିଆସାହିରେ ଉଚ୍ଛେଦ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର
ଭୁବନେଶ୍ବର: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର। ଭୁବନେଶ୍ବର ସାଲିଆସାହି ଉଛେଦ ନେଇ ବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । ଯେଉଁମାନେ ଯୋଗ୍ୟ ସେମାନଙ୍କୁ ମିଳିବ ଘର। ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ଆଦୌ ବଞ୍ଚିତ ହେବେ ନାହିଁ। ଏବେ ସୁଦ୍ଧା ଆମ ପାଖରେ ୪୫୫ ଘର ମହଜୁଦ ରହିଛି, ଯେତେ…