ASO ମେନ୍ ପରୀକ୍ଷା ପାଇଁ ଘୋଷଣା ହେଲା ନୂଆ ତାରିଖ
ଭୁବନେଶ୍ବର:ASO ଲିଖିତ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୦୨୫ ଡିସେମ୍ବର ୭ରେ ସାନି ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଏସ୍ଓ ପଦ ପାଇଁ ଅନୁଷ୍ଠିତ ପ୍ରିଲିମିନାରି ପରୀକ୍ଷାରେ ଯୋଗ୍ୟତା ହାସଲ କରିଥିବା ୭୧୧୩ ଜଣ ପ୍ରାର୍ଥୀଙ୍କ ପାଇଁ ଡିସେମ୍ବର ୭ରେ ନୂଆକରି ମୁଖ୍ୟ ଲିଖିତ…