Latest Odisha News

BREAKING NEWS

Yearly Archives

2025

ଏକାଧିକ ବେଆଇନ କ୍ଲିନିକ୍ ଉପରେ ଚଢାଉ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଲେ ଉପଜିଲ୍ଲାପାଳ

ରାୟଗଡ଼ା: ରାୟଗଡା ଜିଲ୍ଲା ଗୁଣପୁର ସହରରେ ବେଆଇନ ଭାବରେ ଚାଲିଥିବ ଏକାଧିକ କ୍ଲିନିକ୍ ଉପରେ ଆଜି ଚଢାଉ ହୋଇଛି । ଗୁଣପୁର ଉପଜିଲ୍ଲାପାଳ ଅଭିଷେକ ଦିଲୀପ ଦୁଧାଲ ଏହି ଚଢାଉ କରି ଉକ୍ତ ଦୋକାନ ଗୁଡିକରେ କୌଣସି କାଗଜ ପତ୍ର ନଥାଇ କ୍ଲିନିକ୍ ଚାଲୁଥିବା ଜାଣିବାକୁ ପାଇଥିଲେ । ତୁରନ୍ତ…

OSSC କାର୍ଯ୍ୟାଳୟ ଘେରାଉ କଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର OSSC କାର୍ଯ୍ୟାଳୟ ଘେରାଉ କଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ। ତୁରନ୍ତ ରେଜଲ୍ଟ ବାହାର କରି ନିଯୁକ୍ତି ଦେବାକୁ ଦାବି କରିଛନ୍ତି ଏହି ଶିକ୍ଷକ। ନଚେତ୍ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି LTR ଆଶାୟୀ ସଂସ୍କୃତ ଶିକ୍ଷକ। ଗତ ମେ ୧୭ ତାରିଖରେ ୭୨୯…

Russia-Ukrain War: ଆଗକୁ ବଢ଼ୁଛନ୍ତି ପୁଟିନ, ନିଶାନାରେ ୟୁକ୍ରେନର ଏହି ସହର…

ନୂଆଦିଲ୍ଲୀ: ପ୍ରାୟ ୪ ବର୍ଷ ହେବାକୁ ବସିଲାଣି ଚାଲିଛି ଯୁଦ୍ଧ... ନା ପଛକୁ ହଟୁଛି ୟୁକ୍ରେନ... ନା ଛାଡୁଛନ୍ତି ପୁଟିନ...ଏବେ ୟୁକ୍ରେନକୁ କବଜା କରି ଛାଡ଼ିବେ ପୁଟିନ...ଗୋଟେ ପରେ ଗୋଟେ ସହରକୁ ଅକ୍ତିଆରକୁ ଆଣୁଛନ୍ତି... ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଆଉ ଏକ ୟୁକ୍ରେନୀୟ ସହର…

Home Guard Death: ରାଜଧାନୀରେ ମହିଳା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ…

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ବୁଧବାର ବିଷ ପିଇ ଜୀବନ ହାରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଗତ…

Chit Fund Fraud Case: ଚିଟ୍‌ ଫଣ୍ଡ ମାମଲା: ଗ୍ରୀନ୍‌ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡି ଚଢ଼ାଉ

ବ୍ରହ୍ମପୁର: ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି…

Section 163 Imposed: ସୀମା ବିବାଦକୁ ନେଇ ଉତ୍ତେଜନା; ପୁଣି ଲାଗିଲା ୧୬୩ ଧାରା

ଖୋର୍ଦ୍ଧା: ସୀମା ବିବାଦକୁ ନେଇ ଉତ୍ତେଜନା। ପୁଣି ଲାଗିଲା ୧୬୩ ଧାରା। ବାଘମାରୀ ଥାନାର ଓସ୍ତପୁର-କୋଟପଲ୍ଲା ଗାଁରେ ୧୬୩ ଧାରା ଲାଗୁ। ଗତକାଲି ସୀମା ବିବାଦକୁ ନେଇ ପୋଡାଜଳା ପରସ୍ଥିତି ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ ହୋଇଛି। ଗୁରୁବାର…

“କେବଳ ଯୁଦ୍ଧ…”, ଆଫଗାନିସ୍ତାନକୁ ଧମକାଇଲା ପାକିସ୍ତାନ

ନୂଆଦିଲ୍ଲୀ: ଇସ୍ତାନବୁଲରେ ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ଆଲୋଚନା ପୁନର୍ବାର ଆରମ୍ଭ ହେବା ପୂର୍ବରୁ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ ତାଲିବାନ ସରକାରଙ୍କ ବିରୁଦ୍ଧରେ ବିଷ ଓଗାଳିଛନ୍ତି। ଖାୱାଜା ଆସିଫ୍ ଆଫଗାନିସ୍ତାନକୁ ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ…

Congress Manifesto: କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ; ଭୂମିହୀନଙ୍କୁ ଘରଡିହ ପଟ୍ଟା ପ୍ରଦାନ ପାଇଁ ପ୍ରତିଶ୍ରୁତି

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଆଉ ମାତ୍ର ୪ ଦିନ । ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ଉନ୍ମୋଚନ ହୋଇଛି । ଇସ୍ତାହାର ଉନ୍ମୋଚନ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ନୂଆପଡା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉପନିର୍ବାଚନ ପାଇଁ ସ୍ଥାନୀୟ ଖୁଣ୍ଟିଆ ଭବନ…

Bus Catches Fire: ଚଳନ୍ତା ବସରେ ଭୟଙ୍କର ଅଗ୍ନିକାଣ୍ଡ

ଜୟପୁର: ଘାଟିରେ ଜଳିଗଲା OSRTC ବସ୍। । ଜୟପୁର ପଟାଙ୍ଗି ବ୍ଲକ ସାଲୁର ଘାଟିରେ ଜଳିଗଲା ବସ୍ । ତେବେ ଏକ ବଡ଼ ବିପଦରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ବସଟି ବିଜୟନଗରମରୁ ଜୟପୁର ଆସୁଥିବାବେଳେ ବସରେ ନିଆଁ ଲାଗିଯାଇଥିଲା। ସାଲୁର ନିକଟରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ। ନିଆଁ…

ମହିଳା କ୍ରିକେଟର ସଫଳତା ପଛରେ ରହିଛି ବିସିସିଆଇର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ

ନୂଆଦିଲ୍ଲୀ: ଦୀର୍ଘ ଦିନ ପରେ ଭାରତୀୟ ମହିଳା କ୍ରିକେଟ ଟିମ ବିଶ୍ୱ ଚାମ୍ପିୟନ ହୋଇଛି । ଯେଉଁ ମହିଳା ଟିମର ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମ ଫାଙ୍କା ରହୁଥିଲା ଏବେ ତାହା ପୂର୍ଣ୍ଣ ହୋଇଥିଲା । ପଡିଆରେ ସମର୍ଥକଙ୍କ ଉପସ୍ଥିତି ଖେଳାଳିଙ୍କ ମନୋବଳ ବଢ଼ାଇଥାଏ ଓ ଉତ୍ସାହିତ କରିଥାଏ । ଏହି ସବୁ ପଛରେ…