Latest Odisha News

BREAKING NEWS

Yearly Archives

2025

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ: ଆଜି ପ୍ରଥମାଷ୍ଟମୀ। ଓଡ଼ିଆ ଘରର ଆଉ ଏକ ପରମ୍ପରା। ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ। ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି। ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ।…

Delhi Blast: ଦିଲ୍ଲୀ ବ୍ଲାଷ୍ଟ ଘଟଣାରେ ଆସିଲା ସାଂଘାତିକ ତଥ୍ୟ: ଆତ୍ମଘାତୀ ନୁହେଁ, ଆକସ୍ମିକ ଥିଲା ବିସ୍ଫୋରଣ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣକୁ ନେଇ ସାମ୍ନାକୁ ଆସିଲା ସଂଘାତିକ ତଥ୍ୟ । ଏହି ବିସ୍ଫୋରଣ ଆତ୍ମଘାତୀ ନଥିଲା। ବିସ୍ଫୋରକ ନେଇ ଯାଉଥିବା ସମୟରେ ଭୁଲ୍ ବଶତଃ ବିସ୍ଫୋରଣ ଘଟିଥିଲା ବୋଲି ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଛି। ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇ ସହ ଅନ୍ୟ ଜାତୀୟ ଗଣମାଧ୍ୟମରେ ଏ…

ବଡ଼ବିଲରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଦ୍ୱାରା ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟିତ

ବଡ଼ବିଲ: ଆର୍ସଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍ ) ପ୍ରକଳ୍ପ 'ପଢ଼େଗା ଭାରତ'ର ଏକ ଅଂଶ ଭାବରେ ବଡ଼ବିଲର ଡାଲକି ମୁଣ୍ଡା ସାହିରେ ଏକ ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟନ କରିଛି। ଏହି ନବୀକୃତ କେନ୍ଦ୍ରଟି…

ପୋଲିସ SI ମହାଘୋଟାଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ୬ଜଣଙ୍କ ଜାମିନ ଆବେଦନ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି।…

List Of Government Holidays: ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୯ଟି ସରକାରୀ…

ଲାଲକିଲ୍ଲା କାର୍ ବିସ୍ଫୋରଣ ଘଟଣା; ମୃତକଙ୍କ ପରିବାରକୁ ୧୦ ଲକ୍ଷ କ୍ଷତିପୂରଣ ଘୋଷଣା

ନୂଆଦିଲ୍ଲୀ: ଲାଲକିଲ୍ଲାରେ କାର୍ ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆତଙ୍କବାଦୀ ଆକ୍ରମଣରେ ପ୍ରଭାବିତ ପରିବାର ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଏହି କଷ୍ଟକର ସମୟରେ ଦିଲ୍ଲୀ ସରକାର…

Winter In Odisha: ରାଜ୍ୟରେ କଲବଲ କରିବ ଶୀତ; ଆହୁରି ୩ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଆହୁରି କଲବଲ କରିବ ଶୀତ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨-୩°C ହ୍ରାସ ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ…

ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଗୋବିନ୍ଦା

ମୁମ୍ବାଇ: ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଫଳରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଗୋବିନ୍ଦା ତାଙ୍କ ଘରେ ଅଚେତ ହୋଇଯାଇଥିଲେ। ଯାହା ପରେ ଜଣେ ଡାକ୍ତରଙ୍କ ସହ ଯୋଗାଯୋଗ କରାଯାଇଥିଲା ଏବଂ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡ. ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର: ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା ଡ. ସୌମ୍ୟା ସ୍ୱାମୀନାଥନ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଡ. ସ୍ୱାମୀନାଥନ ଓଡିଶାରେ ନବୀନ ପଟ୍ଟନାୟକଙ୍କ…

Dhanu Yatra: ଡ଼ିସେମ୍ବର ୨୪ରୁ ଆରମ୍ଭ ବରଗଡ଼ ଧନୁଯାତ୍ରା ଆରମ୍ଭ

ବରଗଡ଼: ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ଚାଲିବ । ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥିପାଇଁ ୧୫ ତାରିଖରୁ ବିଭିନ୍ନ ଚରିତ୍ର ପାଇଁ କଳାକାର…